Latest Odisha News

BREAKING NEWS

ସମ୍ବଲପୁର ଲୋକସଭା ଆସନରୁ ବିଜୟୀ ହେଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଆଲୋକସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ୧ ଲକ୍ଷ ୧୨ ହଜାର ୯୮୪ ଭୋଟ୍ ବ୍ୟବଧାନରେ ପ୍ରଣବ ପ୍ରକାଶ ଦାସଙ୍କୁ ହରାଇ ବିଜୟ ହୋଇଛନ୍ତି ଧର୍ମେନ୍ଦ୍ର ।

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫ ଲକ୍ଷ ୫୩ ହଜାର ୭୭୭ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ ପ୍ରଣବ ପ୍ରକାଶ ଦାସଙ୍କୁ ୪ ଲକ୍ଷ ୪୦ ହଜାର ୭୯୩ ଭୋଟ୍‌ ମିଳିଛି ।

Leave A Reply

Your email address will not be published.