କୋରାପୁଟ : ବୈପାରୀଗୁଡାରେ ଦଶମନ୍ତପୁର ପଞ୍ଚାୟତ ପଟରଗୁଡା ଗ୍ରାମରେ ଝାଡାବାନ୍ତି ଆତଙ୍କ । ଗୋଟିଏ ପରିବାରର ୬ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଗୋଟିଏ ପରିବାରର ସ୍ୱାମୀ ସ୍ତ୍ରୀ ଙ୍କ ସମତେ ଚାରି ଜଣ ଆକ୍ରାନ୍ତ ହୋଇଥିବା ବେଳେ ଚାରି ବର୍ଷର ଶିଶୁ ପୁତ୍ର ଗୁରୁତର ଥିବା ଜଣାପଡିଛି । ଏନେଇ ଗୁରୁତର ରୋଗୀଙ୍କୁ ବୈପାରୀଗୁଡା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ରୋଗୀଙ୍କ ମଳ ଏବଂ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି ।
BREAKING NEWS
- ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
- ଦିନିକିଆ ବିଶ୍ୱକପ: ସାମୀଙ୍କ ପରେ ବରୁଣଙ୍କୁ ସୁଯୋଗ ନ ମିିଳିପାରେ
- ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ
- ଅହାନଙ୍କ ସହ ନୂଆ ଫିଲ୍ମର ଶୁଟିଂ ଆରମ୍ଭ କଲେ ଅଲୀ ଅବାସ ଜାଫର
- ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ; ୫ ମୃତ, ୪ ପୋଲିସକର୍ମୀ ଗୁରୁତର
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
Comments are closed.