Latest Odisha News

ବୈପାରୀଗୁଡାରେ ବ୍ୟାପିଲା ଝାଡ଼ାବାନ୍ତି, ଗୋଟିଏ ପରିବାରରେ ୬ ଜଣ ଆକ୍ରାନ୍ତ

କୋରାପୁଟ : ବୈପାରୀଗୁଡାରେ ଦଶମନ୍ତପୁର ପଞ୍ଚାୟତ ପଟରଗୁଡା ଗ୍ରାମରେ ଝାଡାବାନ୍ତି ଆତଙ୍କ  । ଗୋଟିଏ ପରିବାରର ୬ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି  । ଗୋଟିଏ ପରିବାରର ସ୍ୱାମୀ ସ୍ତ୍ରୀ ଙ୍କ ସମତେ ଚାରି ଜଣ ଆକ୍ରାନ୍ତ ହୋଇଥିବା ବେଳେ ଚାରି ବର୍ଷର ଶିଶୁ ପୁତ୍ର ଗୁରୁତର ଥିବା ଜଣାପଡିଛି  । ଏନେଇ ଗୁରୁତର ରୋଗୀଙ୍କୁ ବୈପାରୀଗୁଡା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି  । ରୋଗୀଙ୍କ ମଳ ଏବଂ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି  ।

Leave A Reply

Your email address will not be published.