Latest Odisha News

ଆଇସିୟୁରେ ଭର୍ତ୍ତି ହେଲେ ଅଭିନେତା ଦିଲୀପ କୁମାର

ମୁମ୍ବାଇ: ଆଇସିୟୁରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଦିଲୀପ କୁମାର। ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସହଜ କମନେ କରିବାରୁ ମଙ୍ଗଳବାର ସକାଳେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କୁହାଯାଉଛି। ତାଙ୍କୁ ଏବେ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତର ତାଙ୍କ ଉପରେ ନଜର ରଖିଛନ୍ତି। ଚଳିତ ମାସରେ ଅଭିନେତାଙ୍କୁ ଦ୍ୱିତୀୟ ଥର ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Comments are closed.