ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ବିଶୋୟୀ ହେବେ ପରବର୍ତ୍ତୀ ସୂଚନା କମିଶନର । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତି ହୋଇଛି । ଚୂଡାନ୍ତ ପର୍ଯ୍ୟାୟକୁ ୨ ଜଣଙ୍କ ନାଁ ଯାଇଥିଲା । ସେଥିମଧ୍ୟରୁ ଦିଲ୍ଲୀପ ବିଶୋୟୀଙ୍କ ନାଁରେ କମିଟି ମୋହର ମାରିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି । ତେବେ ଏବେ କେବଳ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା ରହିଛି ।
BREAKING NEWS
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
Comments are closed.