ମୁମ୍ବାଇ: ହିରୋପନ୍ଥୀ-୨ ଫିଲ୍ମର ପ୍ରଥମ ଲୁକ୍ ଶୁକ୍ରବାର ରିଲିଜ ହୋଇଛି । ବଲିଉଡର ଆକ୍ସନ ହିରୋ ଟ୍ୟାଗ ପାଇଥିବା ଟାଇଗର ଶ୍ରଫ ଏହାର ହିରୋ । ତାଙ୍କ ସହ ଦୁଇ ଗ୍ଲାମର କୁଇନ ଦିଶା ପାଟନୀ ଓ ଶ୍ରଦ୍ଧା କାପୁର ମଧ୍ୟ ଏହି ଫିଲ୍ମରେ ଅଭିନୟ କରୁଛନ୍ତି । ଟାଇଗର ଫିଲ୍ମର ଫଟୋକୁ ବିଭିନ୍ନ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଏହାର ଲୁକକୁ ଦୁଇ ହିରୋଇନ ଭୂୟସୀ ପ୍ରଶଂସା କରିଛନ୍ତି । ରିପୋର୍ଟ ମୁତାବକ ଫିଲ୍ମ ଚଳିତ ବର୍ଷ ଜୁଲାଇ ୧୬ରେ ରିିଲିଜ ହେବ ବୋଲି ସ୍ଥିର ହୋଇଛି ।
BREAKING NEWS
- ପିଶାଚ ପଡୋଶୀ, ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା
- ‘ରୋମିଓ-ଜୁଲିଏଟ୍ କ୍ଲଜ୍’ କଣ; ଯାହା ଉପରେ ବିଚାର କରିବାକୁ କେନ୍ଦ୍ରକୁ ସୁପ୍ରିକୋର୍ଟଙ୍କ ପରାମର୍ଶ
- ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ
- ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
Comments are closed.