ମୁମ୍ବାଇ: ହିରୋପନ୍ଥୀ-୨ ଫିଲ୍ମର ପ୍ରଥମ ଲୁକ୍ ଶୁକ୍ରବାର ରିଲିଜ ହୋଇଛି । ବଲିଉଡର ଆକ୍ସନ ହିରୋ ଟ୍ୟାଗ ପାଇଥିବା ଟାଇଗର ଶ୍ରଫ ଏହାର ହିରୋ । ତାଙ୍କ ସହ ଦୁଇ ଗ୍ଲାମର କୁଇନ ଦିଶା ପାଟନୀ ଓ ଶ୍ରଦ୍ଧା କାପୁର ମଧ୍ୟ ଏହି ଫିଲ୍ମରେ ଅଭିନୟ କରୁଛନ୍ତି । ଟାଇଗର ଫିଲ୍ମର ଫଟୋକୁ ବିଭିନ୍ନ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଏହାର ଲୁକକୁ ଦୁଇ ହିରୋଇନ ଭୂୟସୀ ପ୍ରଶଂସା କରିଛନ୍ତି । ରିପୋର୍ଟ ମୁତାବକ ଫିଲ୍ମ ଚଳିତ ବର୍ଷ ଜୁଲାଇ ୧୬ରେ ରିିଲିଜ ହେବ ବୋଲି ସ୍ଥିର ହୋଇଛି ।
BREAKING NEWS
- ଓଡ଼ିଶାରେ ମୈତ୍ରୀ ଆନ୍ଦୋଳନ: ଏକ ବିହଙ୍ଗାବଲୋକନ
- ନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା;ଟୁଇନସିଟିରେ ୫ବର୍ଷରେ ୫୫ ଜୀବନ….
- ବିକ୍ରମ ପଣ୍ଡାଙ୍କ ବିରୋଧରେ ପୁଣି ରୁଜୁ ହେଲା ନୂଆ ମାମଲା, ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗ
- କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା
- ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
- ଗାଜାରେ ଯୁଦ୍ଧବିଧ୍ୱସ୍ତ ବିଲ୍ଡିଂ ଭୁସୁଡିବାରୁ ୨୧ରୁ ଅଧିକ ମୃତ
- Herbal garden:ଲୁଣା ନଦୀକୂଳରେ ହେବ ହର୍ବାଲ ଗାର୍ଡେନ;ସଂରକ୍ଷିତ ହେବ ଔଷଧୀୟ ଉଦ୍ଭିଦ,ଶିକ୍ଷଣୀୟ ଉଦ୍ଦେଶ୍ୟରେ ବିକଶିତ…
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି

Comments are closed.