ଯାଜପୁର: ଆଜି ଅଲୋକ ର ପର୍ଵ ଦୀପାବଳି। ଆଜି ଠାରୁ ଯାଜପୁରରେ ଗଣପର୍ବ କାଳୀ ପୂଜା ଆରମ୍ଭ ହୋଇଛି। ସହରର ୪୫ ଟି ପୂଜା ମଣ୍ଡପରେ ପୂଜା ପାଉଛନ୍ତି ମା କାଳୀ ଓ ଲକ୍ଷ୍ମୀ ନାରାୟଣ। ଆଜି ବିଳମ୍ବିତ ରାତ୍ରିରେ ମାଙ୍କ ସ୍ୱତନ୍ତ୍ର ପୂଜା ଆରମ୍ଭ ହେବ। କୋଭିଡ କଟକଣା ର ଦୁଇ ବର୍ଷ ପରେ ଚଳିତ ବର୍ଷ ବେଶ୍ ଧୁମ୍ ଧାମରେ ପାଳିତ ହେବ ଏହି କାଳୀପୂଜା । ପୂଜା ମଣ୍ଡପ ଗୁଡିକ ସୁନ୍ଦର ଅଲୋକମାଳା ରେ ସଜ୍ଜିତ କରାଯାଇଛି। ସେପଟେ ସମ୍ଭାବ୍ୟ ଭିଡ଼ କୁ ଦୃଷ୍ଟି ରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
BREAKING NEWS
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
- କରୀନାଙ୍କ ପ୍ରେମରେ ପଡିଛନ୍ତି କି କାର୍ତିକ
- Government new rules ସାବଧାନ!ରାସ୍ତାରେ ପାନ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା
Comments are closed.