Latest Odisha News

BREAKING NEWS

୪୮ ଘଣ୍ଟା ପାଇଁ ବରଗଡ ସରକାରୀ ହସ୍ପିଟାଲ ବନ୍ଦ

ବରଗଡ: ବରଗଡ ଜିଲ୍ଲା ମୁଖ୍ୟ ହସ୍ପିଟାଲ (ଡିଏଚଏଚ)କୁ ରବିବାର ଦିନ ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଛି ।

ଗଣମାଧ୍ୟମକୁ ସୂଚନା ଦେଇ ବରଗଡ ଜିଲ୍ଲାପାଳ ଇନ୍ଦ୍ରମଣି ତ୍ରିପାଠୀ କହିଛନ୍ତି ଯେ ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଖାନା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଅଧିକ ପଢନ୍ତୁ- ଓଡିଶାରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଆହୁରି ମଧ୍ୟ ବରଗଡ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ବୁର୍ଲାର ଭିମସାର ଏବଂ ବରଗଡର ପୁରୁଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ବୋଲି ସେ କହିଛନ୍ତି।

Leave A Reply

Your email address will not be published.