ସୋର: ଡାକ୍ତରଙ୍କୁ ଖୁବ୍ ପିଟିଲେ ରୋଗୀଙ୍କ ସମ୍ପର୍କୀୟ । କାର୍ଯ୍ୟରତ ଡାକ୍ତରଙ୍କୁ ରୋଗୀ ସମ୍ପର୍କୀୟ କଲେ ସଂଘବଦ୍ଧ ଆକ୍ରମଣ । ଏଭଳି ଅଭିଯୋଗ ଆସିଛି ବାଲେଶ୍ବର ଜିଲ୍ଲା ସୋର, ଅଡ଼ା ପ୍ରାଥମିକ ଚିକିତ୍ସାଳୟରୁ । ଚିକିତ୍ସାଳୟରେ କାର୍ଯ୍ୟରତ ଥିବା ଡାକ୍ତରଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ ହୋଇଛି । ସେହି ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣେ ମହିଳା ରୋଗୀଙ୍କ ସମ୍ପର୍କୀୟ ଡାକ୍ତରଙ୍କୁ ମାଡ଼ ମାରିଥିବା ନେଇ ସିମୁଳିଆ ଥାନାରେ ଏତଲା କରାଯାଇଛି । ତେବେ କାହିଁକି ଏବଂ କେଉଁ କାରଣରୁ ଏଭଳି ଘଟଣା ଘଟିଲା ତାହା ଜଣାପଡିନଥିଲେ ମଧ୍ୟ ଏହା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି ।
BREAKING NEWS
- Trump thanks India: ଆମେରିକାରେ ରିଲାଏନ୍ସର ‘ମାଷ୍ଟରଷ୍ଟ୍ରୋକ୍’
- Jasprit Bumrah: ମିଶନ ୨୦୨୭ – ବୁମରାଙ୍କ ବଡ଼ ନିଷ୍ପତ୍ତି !
- ଟି୨୦ ବିଶ୍ୱକପ ପରେ ଟ୍ରେନରେ ଲୁଚି କରି ଘରକୁ ଗଲେ ଏହି ଷ୍ଟାର ଖେଳାଳି
- LPG Fuel Made: କେଉଁ ଦେଶ ସବୁଠାରୁ ଅଧିକ ଉତ୍ପାଦନ କରେ LPG? କେମିତି ତିଆରି ହୁଏ ରନ୍ଧନ ଗ୍ୟାସ୍?
- ସ୍ୱଦେଶ ଫେରିବା ଆରମ୍ଭ କଲେ ୱେଷ୍ଟଇଣ୍ଡିଜ ଖେଳାଳି
- ଏଣିକି ପ୍ରତି ଜିଲ୍ଲାରେ ହେବ ପୁସ୍ତକ ମହୋତ୍ସବ
- Suspended: ମଦ ପିଇ ଆସିଥିଲେ ଅଫିସ୍…୩ ତହସିଲ କର୍ମଚାରୀଙ୍କୁ ନିଲମ୍ୱନ କଲେ ଜିଲ୍ଲାପାଳ
- Hotter Months Ahead: ଆକାଶରୁ ହେବ ଅଗ୍ନି ବର୍ଷା! ଭାରତକୁ କଲବଲ କରିପାରେ ଗରମ ମାସ…WMO କରାଇଲା ସତର୍କ
- ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇ ୩ କର୍ମଚାରୀ ବହିଷ୍କୃତ
- ଗୁପ୍ତଚର ଅଭିଯୋଗରେ ଭାରତୀୟ ନୌସେନାର ଜଣେ ଯବାନ ଗିରଫ, ISIକୁ ଦେଉଥିଲା ସମ୍ବେଦନଶୀଳ ସୂଚନା
Comments are closed.