ଭୁବନେଶ୍ୱର: ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ମିଳିବ ୪ ମାସର ଆଗୁଆ ଦରମା । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । କରୋନା ଭୂତାଣୁର ନିୟନ୍ତ୍ରଣ ସହ ରୋଗୀଙ୍କୁ ଜରୁରୀ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବାରୁ ସେମାନଙ୍କ ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।
ଏପ୍ରିଲ, ମେ’, ଜୁନ୍ ଓ ଜୁଲାଇ ମାସର ଦରମା ଏକାସଙ୍ଗେ ଦେବାକୁ ନିଷ୍ପତ୍ତି ନିଆଯାଇଛି । ଏଭଳି କଠିନ ପରିସ୍ଥିତିରେ ସ୍ୱସ୍ଥ୍ୟକର୍ମୀଙ୍କ ଯୋଗଦାନ ଓ ସେବା ପାଇଁ ନବୀନ ପ୍ରଶଂସା କରିଛନ୍ତି ।
ରାଜ୍ୟରେ ମହାମାରୀ ରୂପ ନେଇଥିବା କରୋନା ମୁକାବିଲାରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିୟୋଜିତ ଥିବା ବେଳେ ସେମାନଙ୍କ ମନୋବଳ ବଢ଼ାଇବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଏଥିସହ ଡାକ୍ତର, ନର୍ସ କିମ୍ବା ସ୍ୱାସ୍ଥ୍ୟ କର୍ମୀଙ୍କୁ ଦୁର୍ବ୍ୟବହାର କଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି ।
BREAKING NEWS
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
- ଜାତୀୟ ସଙ୍ଗୀତ ଗାୟନ ବିବାଦ ପରେ ଇରାନର ୫ ଖେଳାଳିଙ୍କୁ ମାନବୀୟ ଭିଜା ଦେଲା ଅଷ୍ଟ୍ରେଲିଆ
- ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
- “Rahul Gandhi ‘urban naxal'”: ରାହୁଲଙ୍କ ଉପରେ ବର୍ଷିଲେ କେନ୍ଦ୍ର ମନ୍ତ୍ରୀ, କହିଲେ, ‘ନକ୍ସଲ… ନିର୍ବୋଧ ରାଜକୁମାର…’
- ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ
- ଟି୨୦ ବିଶ୍ୱକପର ଶ୍ରେଷ୍ଠ ଏକାଦଶ ଘୋଷିତ
Comments are closed.