ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମଙ୍ଗଳବାର ଦିନ ନୂଆଦିଲ୍ଲୀ ଠାରେ ପହଞ୍ଚିଛନ୍ତି ।
ନୂଆଦିଲ୍ଲୀର ରାଜଘାଟଠାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଟ୍ରମ୍ପ ଦମ୍ପତି। ଗାନ୍ଧିଜୀଙ୍କ ସମାଧି ସ୍ଥଳରେ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ ମେଲାନିୟା ପହଞ୍ଚି ଜାତିର ପିତାଙ୍କୁ ପୁଷ୍ପ ଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
Comments are closed.