ସାନ୍ ଫ୍ରାନ୍ସିସ୍କୋ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବନ୍ଦ ଥିବା ଟ୍ୱିଟର ଆକାଉଣ୍ଟ ପୁଣି ଥରେ ସଚଳ ହୋଇଛି। ଟ୍ୱିଟର ସିଇଓ ଏଥିପାଇଁ ୟୁଜର୍ସଙ୍କ ମତ ମାଗିଥିଲେ। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଟ୍ରମ୍ପ ପୁଣି ଦଲିଲ୍ ଦାଖଲ କରିଛନ୍ତି। ଗତବର୍ଷ ତାଙ୍କ ଟ୍ୱିଟର ଆକାଉଣ୍ଟକୁ ବନ୍ଦ କରିଥିଲା ଟ୍ୱିଟର। ୨୦୨୦ରେ ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ବିରୋଧ କରି ତାଙ୍କ ସମର୍ଥକ ମାନେ ୟୁଏସ୍ କ୍ୟାପିଟଲ୍ ଆକ୍ରମଣ କରି ବ୍ୟାପକ ହିଂସା କରିଥିଲେ। ଟ୍ୱିଟରରେ ହିଂସା ଉଦ୍ରେକକାରୀ ପୋଷ୍ଟକୁ ନେଇ ତାଙ୍କ ଆକାଉଣ୍ଟକୁ ଜାନୁଆରୀ ୬ ତାରିଖରେ ରଦ୍ଦ କରିଦିଆଯାଇଥିଲା।
BREAKING NEWS
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
Comments are closed.