ନୂଆଦିଲ୍ଲୀ: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବାସଭବନରେ ସୁରକ୍ଷା ବ୍ୟବସ୍ଥା ଅବହେଳା ନେଇ କେନ୍ଦ୍ର ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦାୟିତ୍ୱହୀନତା ନେଇ ୩ଜଣ ସିଏସଏଫ କମାଣ୍ଡୋଙ୍କୁ ହଟାଯାଇଥିବା ବେଳେ ଜଣେ ଡିଜି ଏବଂ କମାଣ୍ଡାଂଟ ର୍ୟାଙ୍କର ଅଧିକାରୀଙ୍କୁ ବଦଳି କରାଯାଇଛି । ଫେବୃୟାରୀ ୧୬ରେ ବାଙ୍ଗାଲୋରର ଜଣେ ବ୍ୟକ୍ତି ଡୋଭାଲଙ୍କ ଘରେ ବଳପୂର୍ବକ ପଶିବାକୁ ଉଦ୍ୟମ କରୁଥିଲେ । ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରିଥିଲା । ଡୋଭାଲଙ୍କୁ ଜେଡ ସୁରକ୍ଷା ପ୍ରଦାନ କରାଯାଇଥିବା ବେଳେ ଏଥିରେ କିପରି ତ୍ରୁଟି ହେଲା ଏବଂ ଉକ୍ତ ବ୍ୟକ୍ତି କିପରି ସେ ପର୍ଯ୍ୟନ୍ତ ଗଲେ ସେ ନେଇ ତଦନ୍ତ କରାଯାଇଥିଲା । ଡୋଭାଲଙ୍କ ଉପରେ ଆତଙ୍କବାଦୀଙ୍କଠାରୁ ଆରମ୍ଭ କରି ପଡୋଶୀ ଶତ୍ରୁ ଦେଶ ଟାର୍ଗେଟରେ ରଖିଛନ୍ତି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.