ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟରେ ସଂକ୍ରମଣ ସବୁବେଳେ ଉପରମୁହାଁ ରହୁଛି । । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେଲାନ୍ସ , ଟେଷ୍ଟିଂ, ଟ୍ରିଟମେଣ୍ଟ, ଟିକାକରଣ ଚାଲିଛି । ସଂକ୍ରମଣ କେବେ କମିବ ତାହା ଏବେ କହି ହେବନି । ତେଣୁ ସତର୍କ ରୁହନ୍ତୁ ଚିନ୍ତା କରିବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି । ଏହା ଉପରେ ଅଧିକ ଚର୍ଚ୍ଚା କଲେ ଲୋକମାନେ ଭୟଭୀତ ହେବାର ଆଶଙ୍କା ରହିଛି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ହସ୍ପିଟାଲ ବେଡ୍ କ୍ଷମତା ମଧ୍ୟ ବଢାଯାଉଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।
BREAKING NEWS
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
Comments are closed.