କଟକ: କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନ କୋଲକାତାସ୍ଥିତ ରାଷ୍ଟ୍ରୀୟ ଗତିଶୀଳ ଦିବ୍ୟାଙ୍ଗଜନ ସଂସ୍ଥାନ (ଏନ୍ଆଇଏଲ୍ଡି)ର ନିର୍ଦ୍ଦେଶକ ଦାୟିତ୍ୱ ଡକ୍ଟର ପତିତପାବନ ମହାନ୍ତିଙ୍କୁ ପ୍ରଦାନ କରାଯାଇଛି। କଟକ ଜିଲ୍ଲାର ଓଲଟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ ସଂସ୍ଥାନ (ନିର୍ତାର)ର କାର୍ଯ୍ୟକାରୀ ନିର୍ଦ୍ଦେଶକ ଥିବା ଡକ୍ଟର ମହାନ୍ତି ଗତ ଗୁରୁବାର କୋଲକାତାଠାରେ ଏହି ଅତିରିକ୍ତ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ମନ୍ତ୍ରଣାଳୟର ଯୁଗ୍ମ ସଚିବଙ୍କ ଚିଠି ଅନୁସାରେ ସେ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଦାୟିତ୍ବରେ ରହିବେ। ଭୌତିକ ଚିକିତ୍ସା (ଫିଜିଓଥେରାପି) କ୍ଷେତ୍ରରେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଡକ୍ଟର ମହାନ୍ତିଙ୍କ ନୂତନ କାର୍ଯ୍ୟଭାର ଗ୍ରହଣକୁ ବିଭିନ୍ନ ସଂଗଠନ ପକ୍ଷରୁ ସ୍ବାଗତ କରାଯାଇଛି।
BREAKING NEWS
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ
- ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ
- Balianta Soumya Murder Case: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲା:ଆକ୍ରମଣର ଶିକାର ଝିଅଙ୍କର ହେବ ଲାଏ ଡିଟେକ୍ସନ ଟେଷ୍ଟ

Comments are closed.