ବ୍ରହ୍ମପୁର : ବ୍ରହ୍ମପୁର ବ୍ରହ୍ମାନଗର ଦ୍ୱିତୀୟ ଲାଇନରେ ତପସ୍ୱିନୀ ଡାକ୍ତରଙ୍କ ଘରେ ଧାରଣାରେ ବସିବା ଘଟଣାରେ ମୁହଁ ଖୋଲିଛନ୍ତି ଡାକ୍ତର ସୁମିତ ସାହୁ । ଉଭୟଙ୍କ କୋର୍ଟ ମ୍ୟାରେଜ ହୋଇଥିବା ନେଇ ସ୍ୱିକାର କରିଛନ୍ତି ସୁମିତ । ପ୍ରଥମେ ମହିଳା ଜଣକ ହିଁ ଗଣ୍ଡୋଗୋଳ କରି ୪୯୮ ମାମଲା ରୁଜୁ କରିଥିଲେ।ପରେ ଫ୍ୟାମିଲ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଥିବା ସୁମିତ କହିଛନ୍ତି।ଏବେ ନ୍ୟାୟାଳୟରେ ମାମଲାର ସମାଧାନ ହୋଇପାରିବ ବୋଲି ସେ କହିଛନ୍ତି। ହେଲେ ବାହାଘର ପାଇଁ ନିମନ୍ତ୍ରଣ କାର୍ଡ ଛପା ଯାଇଥିବା କଥା ମିଛ ବୋଲି ସୁମିତ କହିଛନ୍ତି। ବାହାଘର ପାଇଁ ପୂର୍ବରୁ ସ୍ଥିର ହୋଇଥିଲା। ରାତି ସାରା ମହିଳା ଜଣକ ସୁମିତଙ୍କ ଘର ଆଗରେ ଜଣେ ସ୍ୱଚ୍ଛାସେବୀଙ୍କୁ ଧରି ଧାରଣାରେ ବସିଥିଲେ।
BREAKING NEWS
- ‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
- ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବ୍ୟର୍ଥ: ଚତୁର୍ଥ ଟି୨୦ରେ ହାରିଲା ଭାରତ
- ରାଜ୍ୟର ବିଶିଷ୍ଟ ପର୍ଯ୍ୟଟନସ୍ଥଳୀ ବୁଲି ଦେଖିବେ ୨୬୦ ଜଣ ସ୍ବେଚ୍ଛାସେବୀ
- Tobacco Ban:ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ…ହେବ ଲାଇସେନ୍ସ ବାତିଲ
- LoCରେ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ; ଅସ୍ତ୍ରଶସ୍ତ୍ର ସହ ଗୋଳାବାରୁଦ ଜବତ
- Boost Agricultural Research: କୃଷି ଗବେଷଣାକୁ ସୁଦୃଢ଼ କରିବା ପାଇଁ ସିୟୁଓ ଓ ଓୟୁଏଟି ମଧ୍ୟରେ ଏମଓୟୁ ସ୍ବାକ୍ଷର
- ଜୱାନ ୨ ଫିଲ୍ମ କେବେ ଆରମ୍ଭ ହେବ କହିଲେ ଅଟଲୀ
- Sundarpada Explosion Case: NIA ହାତରେ ସୁନ୍ଦରପଦା ବିସ୍ଫୋରଣର ତଦନ୍ତ ଭାର; କେଉଁ ଉଦ୍ଦେଶ୍ୟରେ ବୋମା ତିଆରି…
- ଅଭିଷେକ ଶୀର୍ଷରେ, ସୂର୍ଯ୍ୟକୁମାରଙ୍କ ର୍ୟାଙ୍କିଙ୍ଗରେ ଉନ୍ନତି
- ଜାନୁଆରୀ ୩୦ ଯାଏଁ ରାଜ୍ୟରେ ଘନ କୁହୁଡ଼ି ସମ୍ଭାବନା
Comments are closed.