ବ୍ରହ୍ମପୁର : ବ୍ରହ୍ମପୁର ବ୍ରହ୍ମାନଗର ଦ୍ୱିତୀୟ ଲାଇନରେ ତପସ୍ୱିନୀ ଡାକ୍ତରଙ୍କ ଘରେ ଧାରଣାରେ ବସିବା ଘଟଣାରେ ମୁହଁ ଖୋଲିଛନ୍ତି ଡାକ୍ତର ସୁମିତ ସାହୁ । ଉଭୟଙ୍କ କୋର୍ଟ ମ୍ୟାରେଜ ହୋଇଥିବା ନେଇ ସ୍ୱିକାର କରିଛନ୍ତି ସୁମିତ । ପ୍ରଥମେ ମହିଳା ଜଣକ ହିଁ ଗଣ୍ଡୋଗୋଳ କରି ୪୯୮ ମାମଲା ରୁଜୁ କରିଥିଲେ।ପରେ ଫ୍ୟାମିଲ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଥିବା ସୁମିତ କହିଛନ୍ତି।ଏବେ ନ୍ୟାୟାଳୟରେ ମାମଲାର ସମାଧାନ ହୋଇପାରିବ ବୋଲି ସେ କହିଛନ୍ତି। ହେଲେ ବାହାଘର ପାଇଁ ନିମନ୍ତ୍ରଣ କାର୍ଡ ଛପା ଯାଇଥିବା କଥା ମିଛ ବୋଲି ସୁମିତ କହିଛନ୍ତି। ବାହାଘର ପାଇଁ ପୂର୍ବରୁ ସ୍ଥିର ହୋଇଥିଲା। ରାତି ସାରା ମହିଳା ଜଣକ ସୁମିତଙ୍କ ଘର ଆଗରେ ଜଣେ ସ୍ୱଚ୍ଛାସେବୀଙ୍କୁ ଧରି ଧାରଣାରେ ବସିଥିଲେ।
BREAKING NEWS
- ସୀମାରେ ବିଏସଏଫର ବଡ଼ ଆକ୍ସନ : ଟାର୍ଗେଟରେ ଗୋରୁ ମାଫିଆ
- Pakistan-based terrorists:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଡିଜିଟାଲ୍ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ;ଗୁପ୍ତ ବାର୍ତ୍ତା ପଠାଇବା ପାଇଁ ଅଶ୍ଳୀଳ ଆପ୍ ଏବଂ ଏନକ୍ରିପ୍ଟେଡ୍ ଆପ୍…
- କ୍ୟାନସର ରୋଗୀଙ୍କ ପାଇଁ କିପରି ହେବ ଖାଦ୍ୟପେୟ? ଚିକିତ୍ସା ବେଳେ ସଠିକ୍ ଆହାର ଯୋଗାଇବ ସଞ୍ଜୀବନୀ
- ସମୁଦ୍ର ମଝିରେ ବଡ଼ ଦୁର୍ଘଟଣା: ଓଲଟି ପଡ଼ିଲା ଜାହାଜ: ୭ ମୃତ, ନିଖୋଜ ଅଛନ୍ତି ୨୩ରୁ ଅଧିକ ଯାତ୍ରୀ
- ଗୁଟଖା ବ୍ୟବସାୟ ବନ୍ଦ ହେବ;ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…ଜନସ୍ୱାସ୍ଥ୍ୟର ସୁରକ୍ଷା କରିବା ରାଜ୍ୟର ମୌଳିକ କର୍ତ୍ତବ୍ୟ
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୂର୍ବତନ ଏଡିସି ମେଜର ରିଷଭଙ୍କ ଅଚାନକ ଅବସର ଘୋଷଣା: ଜାଣନ୍ତୁ ସମ୍ପୂର୍ଣ୍ଣ କାରଣ
- ବର୍ଷକୁ ଦେଢ଼ ଲକ୍ଷ ଟଙ୍କା ଜମା କରି ପାଆନ୍ତୁ ୧ କୋଟି: PPF ଖାତାଧାରୀଙ୍କ ପାଇଁ ଜବରଦସ୍ତ ଟ୍ରିକ୍
- ମଧ୍ୟାହ୍ନ ଭୋଜନ ନାଁରେ ପିଲାଙ୍କ ଜୀବନ ସହ ଖେଳ! ସ୍କୁଲର ଅବସ୍ଥା ଦେଖି ସରକାରଙ୍କୁ ସିଜେପିର ଚେତାବନୀ
- ସାବଧାନ! ଏଣିକି ପ୍ୟାକେଟ୍ ଖାଦ୍ୟରେ ରହିବ ନାଲି ବିପଦ ଚିହ୍ନ: ଜାଣନ୍ତୁ FSSAIର ନୂଆ ନିୟମ
- ନେତ୍ୟାନ୍ୟାହୁଙ୍କ ପୁଅଙ୍କୁ ହତ୍ୟା ଧମକ : ଆମେରିକାରୁ ସ୍ଥାନାନ୍ତର

Comments are closed.