Latest Odisha News

BREAKING NEWS

ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ

ପାଲଲହଡା: ଟ୍ରକ ସହ ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସ ଧକ୍କା । ଏଥିରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ଆଜି ସକାଳୁ ଏହି ଦୁର୍ଘଟଣା ଘଟିଥିଲା । ଜନନୀ ଏକ୍ସପ୍ରେସ ରୋଗୀ ଆଣିବାକୁ ତେଲକୋଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ରାସ୍ତା କଡ଼ରେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା ଆମ୍ବୁଲାନ୍ସ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଚଳାଇଛି ।

Leave A Reply

Your email address will not be published.