ରାୟଗଡା: ହୋଲେିରେ ରାୟଗଡା ଜିଲ୍ଲା ପଦ୍ମପୁରରେ ଅଘଟଣ । ଜୟପୁର ବଡନାଳରେ ବୁଡିଗଲେ ୪ ଯୁବକ । ହୋଲି ଖେଳସାରି ଗାଧୋଇବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିିଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ନିଖୋଜ ଅଛନ୍ତି । ୨ ନିଖୋଜଙ୍କୁ ଦମକଳ ବାହିନୀର କର୍ମଚାରୀମାନେ ଖୋଜୁଛନ୍ତି । ସେପଟେ ଦୁଇ ମୃତକଙ୍କ ପରିଚୟ ମିଳିନାହିଁ । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.