ଭୁବନେଶ୍ୱର: ହୋଲିରେ ସାବାଡ ହେବେ ମଦୁଆ ଡ୍ରାଇଭର । ରାଜଧାନୀ ଭୁବନେଶ୍ୱରକୁ ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ । ୨୮ଟି ଜାଗାରେ ହେବ ନାକାବନ୍ଦୀ । ଏନେଇ ଡିସିପି ଅନୁପ ସାହୁ ଆଜି ସୂଚନା ଦେଇଛନ୍ତି ।
ରାଜ୍ୟରେ ନିରାପଦ ଭାବେ ହୋଲି ପାଳନ ପାଇଁ କମିଶନରେଟ୍ ପୋଳିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ହୋଲି ଖେଲିବା ବେଳେ ସତର୍କତ ଅବଲମ୍ବନ ପାଇଁ ଭୁବନେଶ୍ୱର ଡିସିପି ଅନୁପ ସାହୁ ପରାମର୍ଶ ଜାରି କରିଛନ୍ତି । ଏହା ବ୍ୟତୀତ ଆଇନ ଓ ଶୃଙ୍ଖଳାକୁ ବଜାୟ ରଖିବା ପାଇଁ ୧୭ଟି ପିସିଆର୍ ଭ୍ୟାନ୍ ପାଟ୍ରୋଲିଂ କରିବେ । ୨୮ଟି ସ୍ଥାନରେ ଜୋର୍ଦାର ଚେକିଂ ହେବ । ଦ୍ରୁତ ଗାଡି ଚାଳନା ଓ ମଦ୍ୟପ ଚାଳକଙ୍କ ଉପରେ ପୋଲିସର କଡା ନଜର ରହିବ ବୋଲି ଡିସିପି କହିଛନ୍ତି ।
BREAKING NEWS
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…

Comments are closed.