Latest Odisha News

BREAKING NEWS

ବରିଷ୍ଠ ଆଇପିଏସ୍ ଅଧିକାରୀ ଡ଼ି.ଏସ. କୁଟେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ଧୀରେନ୍ଦ୍ର ସମ୍ଭାଜୀ କୁଟେଙ୍କୁ ବୁଧବାର ଦିନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି ।

୧୯୯୭ ବ୍ୟାଚର ଏହି ଆପିଏସ୍ ଅଧିକାରୀ ଏପ୍ରିଲ୍ ୨୦୧୭ରୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡ଼ି ଭାବେ କାର୍ଯ୍ୟ ନିର୍ବାହ କରୁଥିଲେ ।

Leave A Reply

Your email address will not be published.