Latest Odisha News

BREAKING NEWS

ରାଜ୍ୟ ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ

କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ ।

ତିନି ଅଧିକାରୀ ହେଉଛନ୍ତି ଈଶ୍ୱର ମହାପାତ୍ର ଜିଲ୍ଲା ପରିଚାଳକ, ଜୟପୁର, କୋରାପୁଟ, ଜ୍ୟୋତି ପ୍ରକାଶ ବେହେରା, ଅତିରିକ୍ତ ପରିଚାଳକ ଜୟପୁର, କୋରାପୁଟ ଏବଂ ପ୍ରିତିଶ କୁମାର ନାୟକ, ଅତିରିକ୍ତ ପରିଚାଳକ ସୁନ୍ଦରଗଡ଼ର ବୋଲି ଜଣାପଡିଛି ।

Leave A Reply

Your email address will not be published.