କଟକ: ନକଲି ତେଲ, ଘିଅ, ମସଲା,ସସ୍, ଡିଟରଜେଣ୍ଟ, ଜର୍ଦ୍ଦା କାରଖାନା ଠାବ ହେବା ପରେ ଏବେ ନକଲି ଆକ୍ୱାଗାର୍ଡ କାରଖାନା ଠାବ କରିଛି ପୋଲିସ । କଟକ ବାଦାମବାଡ଼ିର ଜଗନ୍ନାଥ ଲେନ୍ରେ ଦୀର୍ଘ ଦିନରୁ ଚାଲିଥିବା ଏହି କାରଖାନାରୁ ନକଲି ଆକ୍ୱାଗାର୍ଡ ସହ ନକଲି ଯନ୍ତ୍ରାଂଶ ଜବତ କରିଛି । କୌଣସି ସୂତ୍ରରୁ ଖବର ପାଇ ବାଦାମବାଡ଼ି ପୋଲିସ ଓ ସ୍ପେଶାଲ ସ୍କ୍ୱାର୍ଡ ଟିମ୍ ଆଜି ସକାଳେ ଏହି ନକଲି ଆକ୍ୱାଗାର୍ଡ କମ୍ପାନୀରେ ଚଢ଼ାଉ କରିଥିଲା । ଏଠାରେ ନାମାଦାମୀ କମ୍ପାନୀର ଲୋଗୋକୁ ଲଗାଇ ଆକ୍ୱାଗାର୍ଡ ବିକ୍ରି କରାଯାଉଥିଲା । ଏହି ଘଟଣାରେ ପୋଲିସ କାହାକୁ ଗିରଫ କରି ନ ଥିବା ବେଳେ ଅଧିକ ତଦନ୍ତ ଚଳାଇଛି ।
BREAKING NEWS
- ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
- ଦିନିକିଆ ବିଶ୍ୱକପ: ସାମୀଙ୍କ ପରେ ବରୁଣଙ୍କୁ ସୁଯୋଗ ନ ମିିଳିପାରେ
- ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ
- ଅହାନଙ୍କ ସହ ନୂଆ ଫିଲ୍ମର ଶୁଟିଂ ଆରମ୍ଭ କଲେ ଅଲୀ ଅବାସ ଜାଫର
- ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ; ୫ ମୃତ, ୪ ପୋଲିସକର୍ମୀ ଗୁରୁତର
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
Comments are closed.