Latest Odisha News

BREAKING NEWS

ଇଣ୍ଡିଆନ୍ ଗ୍ରାଣ୍ଡ୍ ପ୍ରିକ୍ସ୍ ୧୦୦ ମିଟର ସ୍ୱର୍ଣ୍ଣ ଜିତିଲେ ଦୂତୀ ଚାନ୍ଦ

ପାତିଆଲା: ଭାରତର ଦ୍ରୁତ ଧାବିକା ଦୂତୀ ଚାନ୍ଦ ପାତିଆଲାରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରାଣ୍ଡ ପ୍ରିକ୍ସ ୧୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।

ଦୂତୀ ଏହି ଦୌଡ଼ ପ୍ରତିଯୋଗିତାକୁ ୧୧.୪୨ ସେକେଣ୍ଡରେ ଅତିକ୍ରମ କରିଥିଲେ ।

Leave A Reply

Your email address will not be published.