Latest Odisha News

ଦିଲ୍ଲୀରେ ଭୁମିକମ୍ପର ଝଟକା ଅନୁଭୂତ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ରବିବାର ଦିନ ସାମାନ୍ୟ ଭୁମିକମ୍ପର ଝଟକା ଅନୁଭୂତ ହୋଇଛି।

 

ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜିର ରିପୋର୍ଟ ଅନୁଯାୟୀ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୨.୧ ମପା ଯାଇଥିଲା। ଦିନ ୧୨ଟା ୨ମି.ରେ ଦିଲ୍ଲୀର ପଞ୍ଜାବୀ ବାଗ୍ ଅଞ୍ଚଳରେ ଏହି ଝଟକା ଅନୁଭୂତ ହୋଇଥିଲା।

ଆହୁରି ମଧ୍ୟ ଏହି ଏଜେନ୍ସିର ରିପୋର୍ଟ ଅନୁଯାୟୀ ଦିଲ୍ଲୀରେ ଏହି ଭୁମିକମ୍ପ ଅନୁଭୂତ ହୋଇଥିଲା ବେଳେ ଏଯାବତ୍ କିଛି କ୍ଷୟକ୍ଷତିର ସୂଚନା ମିଳିନାହିଁ।

Comments are closed.