Latest Odisha News

BREAKING NEWS

୩.୨ ତୀବ୍ରତାର ଭୂମିକମ୍ପରେ ଥରିଲା ରାୟଗଡ଼ା

ରାୟଗଡ଼ା: ରାୟଗଡ଼ାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୋର୍ ପ୍ରାୟ ୪ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଭୂ-ପୃଷ୍ଠରୁ ୧୦ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।

ଭୋର୍ ସମୟରେ ପ୍ରାୟ ୨ ସେକେଣ୍ଡ ଧରି ଭୂମିକମ୍ପ ଅନୁଭୂତ ହୋଇଥିବାରୁ ସମସ୍ତେ ଜାଣି ପାରିନଥିଲେ ।

Leave A Reply

Your email address will not be published.