ଭୁବନେଶ୍ୱର: କରୋନା ପାଇଁ ବଢ଼ିଲା ପ୍ଲାଟଫର୍ମ ଟିକେଟ ମୂଲ୍ୟ । ପୂର୍ବତଟ ରେଳପଥ ପ୍ଲାଟଫର୍ମ ଟିକେଟ ମୂଲ୍ୟ ୫୦ ଟଙ୍କାକୁ ବୃଦ୍ଧି କରିଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଷ୍ଟେସନଗୁଡିକରେ ଭିଡ କମାଇବା ପାଇଁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି ।
ମଙ୍ଗଳବାର ପଶ୍ଚିମ ଓ କେନ୍ଦ୍ର ରେଳବାଇ ପକ୍ଷରୁ ପ୍ଲାଟଫର୍ମ ଟିକେଟ ମୂଲ୍ୟ ୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ଆଜି ପୂର୍ବତଟ ରେଳବାଇ ପକ୍ଷରୁ ମଧ୍ୟ ସମାନ ନିଷ୍ପତ୍ତି ନିଆଯାଇଛି । ପୂର୍ବତଟ ରେଳବାଇ ଅଧିନରେ ଆସୁଥିବା ୫ଟି ପ୍ରମୁଖ ତଥା ଜନଗହଳିପୂର୍ଣ୍ଣ ଷ୍ଟେସନ ଭୁବନେଶ୍ୱର, କଟକ, ପୁରୀ, ଭଦ୍ରକ, ବ୍ରହ୍ମପୁରରେ ଏହି ବର୍ଦ୍ଧିତ ଦର ଲାଗୁ ହେବ । ସେହିପରି ପୂର୍ବତଟ ରେଳପଥ ଅଧିନରେ ଆସୁଥିବା ବିଶାଖାପାଟଣା ଷ୍ଟେସନରେ ମଧ୍ୟ ଏହା ପୂର୍ବରୁ ଲାଗୁ ହୋଇସାରିଛି ।
BREAKING NEWS
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
Comments are closed.