ଭୁବନେଶ୍ୱର: କରୋନା ପାଇଁ ବଢ଼ିଲା ପ୍ଲାଟଫର୍ମ ଟିକେଟ ମୂଲ୍ୟ । ପୂର୍ବତଟ ରେଳପଥ ପ୍ଲାଟଫର୍ମ ଟିକେଟ ମୂଲ୍ୟ ୫୦ ଟଙ୍କାକୁ ବୃଦ୍ଧି କରିଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଷ୍ଟେସନଗୁଡିକରେ ଭିଡ କମାଇବା ପାଇଁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି ।
ମଙ୍ଗଳବାର ପଶ୍ଚିମ ଓ କେନ୍ଦ୍ର ରେଳବାଇ ପକ୍ଷରୁ ପ୍ଲାଟଫର୍ମ ଟିକେଟ ମୂଲ୍ୟ ୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ଆଜି ପୂର୍ବତଟ ରେଳବାଇ ପକ୍ଷରୁ ମଧ୍ୟ ସମାନ ନିଷ୍ପତ୍ତି ନିଆଯାଇଛି । ପୂର୍ବତଟ ରେଳବାଇ ଅଧିନରେ ଆସୁଥିବା ୫ଟି ପ୍ରମୁଖ ତଥା ଜନଗହଳିପୂର୍ଣ୍ଣ ଷ୍ଟେସନ ଭୁବନେଶ୍ୱର, କଟକ, ପୁରୀ, ଭଦ୍ରକ, ବ୍ରହ୍ମପୁରରେ ଏହି ବର୍ଦ୍ଧିତ ଦର ଲାଗୁ ହେବ । ସେହିପରି ପୂର୍ବତଟ ରେଳପଥ ଅଧିନରେ ଆସୁଥିବା ବିଶାଖାପାଟଣା ଷ୍ଟେସନରେ ମଧ୍ୟ ଏହା ପୂର୍ବରୁ ଲାଗୁ ହୋଇସାରିଛି ।
BREAKING NEWS
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ

Comments are closed.