ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ପାଇଁ ବଢ଼ିଲା ମେମୁ ଟ୍ରେନ୍ ସେବା । ଆଉ ୨ଟି ନୂଅ ମେମୁ ଟ୍ରେନ୍ ରାଜ୍ୟରେ ଗଡିବ । ଏନେଇ ପୂର୍ବତନ ରେଳୱେ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୧ରୁ ପୁରୀ-ଅନୁଗୁଳ-ପୁରୀ ରୁଟ୍ରେ ନୂଆ ମେମୁ ଟ୍ରେନ୍ ଚାଲିବ । ରାଜ୍ୟର ଦୀର୍ଘତମ ଏହି ମେମୁ ଟ୍ରେନ୍ରେ ୧୬ଟି ବଗି ରହିବ । ୧୨ ତାରିଖରୁ କେନ୍ଦୁଝର ପାସେଞ୍ଜର ଟ୍ରେନ୍ ହେବ ମେମୁ ଟ୍ରେନ୍ । ଏନେଇ ପୂର୍ବତଟ ରେଳୱେ ପକ୍ଷରୁ କୁହାଯାଇଛି ।
BREAKING NEWS
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନିଆଁରେ ପୋଡ଼ି ହୋଇ ୫ ଶିଶୁ ଗୁରୁତର
- ନୂଆ ବିଲ୍ ଉପରେ ଟ୍ରମ୍ପଙ୍କ ମୋହର, ଭାରତ-ଚୀନ୍ ଉପରେ ଲାଗିପାରେ ୧୦୦% ଶୁଳ୍କ
- କୁନୋରେ ସଫଳ ହେଉଛି ‘ଚିତା ପ୍ରକଳ୍ପ’; ୪ ଶାବକ ଜନ୍ମ
- ଆଜି ସନ୍ଧ୍ୟା ସୁଦ୍ଧା ଆଣ୍ଡାମାନ ସାଗରରେ ହୋଇପାରେ ଲଘୁଚାପ କ୍ଷେତ୍ର ସୃଷ୍ଟି
- ବାର୍ଷିକ ପ୍ରାୟ ୩,୦୦୦ କୋଟି ଟଙ୍କାର ଆୟକର ଦେଉଛି ବିସିସିଆଇ
- ଆସୁଛି ପାର୍ବଣ, କିଏ ସମ୍ଭାଳିବେ କମିଶନରେଟ୍ ପୋଲିସର ମଙ୍ଗ? ନୂଆ ଡିସିପି ପଦ ପାଇଁ ଏକାଧିକ ଆଇପିଏସଙ୍କ ନାଁ ଚର୍ଚ୍ଚାରେ
- ବିରୋଧର ନୂଆ ତରିକା: ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଗାଡ଼ିକୁ ଅଣ୍ଡା ଫିଙ୍ଗିଲେ ଅସନ୍ତୁଷ୍ଟ ଯୁବକ
- ଶ୍ରୀମନ୍ଦିରରେ ମହାପ୍ରସାଦର ମାନ ଓ ଦର ନିର୍ଦ୍ଧାରଣ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ପଦକ୍ଷେପ
- ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ:ଶିଳ୍ପ ମନ୍ତ୍ରୀ
- କ୍ୟାଟ୍ରିନା ଓ ଐଶ୍ୱର୍ଯ୍ୟାଙ୍କୁ ବଡି ଶେମିଂ: ସମାଜରେ ମୋଟାପଣକୁ ନେଇ କାହିଁକି ଏତେ ଘୃଣା?

Comments are closed.