ଭୁବନେଶ୍ୱର: ରାଜ୍ୟରେ ହୁ ହୁ ବଢ଼ି ଚାଲିଛି କରୋନା । ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍ । ଏହାକୁ ନଜରରେ ରଖି ପୂର୍ବତଟ ରେଲୱେ ତିନୋଟି ସ୍ପେଶାଲ ଟ୍ରେନ୍ ଚଳାଚଳ ବାତିଲ କରିଛି । ରାଜ୍ୟ ରାଜ୍ୟ ଭିତରେ ଚାଲୁଥିବା ତିନୋଟି ସ୍ୱତନ୍ତ୍ର ଟ୍ରେନ୍ ସମ୍ବଲପୁର-ଖୋର୍ଦ୍ଧା ରୋଡ୍-ସମ୍ବଲପୁର ଏକ୍ସପ୍ରେସ୍, ଭୁବନେଶ୍ୱର-ଭଦ୍ରକ ଏକ୍ସପ୍ରେସ ଓ ଭୁବନେଶ୍ୱର-ବ୍ରହ୍ମପୁର ଏକ୍ସପ୍ରେସକୁ ପୂର୍ବତଟ ରେଲୱେ ପକ୍ଷରୁ ବାତିଲ କରାଯାଇଛି । ଆସନ୍ତା ୧୦ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହି ତିନୋଟି ଟ୍ରେନ୍ ଚଳାଚଳ ବନ୍ଦ ରହିବ । ଏନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

Comments are closed.