Latest Odisha News

BREAKING NEWS

ପୂଜା ଛୁଟି ଯାଏଁ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ, କଲେଜ । ପୂଜା ଛୁଟି ପର‌୍ୟ୍ୟନ୍ତ ବନ୍ଦ ରହିବ ସ୍କୁଲ, କଲେଜ । କୋଭିଡ ସ୍ଥିିିତିର ସମୀକ୍ଷା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସେ କିହଛନ୍ତି ।

BjdElectrycity

ଆସନ୍ତା ପୂଜା ଛୁଟି ଯାଏଁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କରୋନାରେ ସବୁଠାରୁ ଅଧିକ ପ୍ରଭାବ ଛାତ୍ରଛାତ୍ରୀଙ୍କ ପଠପଢ଼ା ଉପରେ ପଡ଼ିଛି । ତେଣୁ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି ।

ସେହିପରି ଗ୍ରାମ୍ୟ ଅର୍ଥନୀତିର ପୁର୍ନଉଦ୍ଧାର ପାଇଁ ଅଧିକ ଋଣ ସହାୟତା ଦିଆଯିବ । କରୋନା କାଳରେ ଏସ୍‌ଏମ୍‌ଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ରାଜ୍ୟ ସରକାର କହିଛନ୍ତି ।

Leave A Reply

Your email address will not be published.