Latest Odisha News

ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ପୁରୀ: ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡ଼ିକୁ ଅଣ୍ଡା ମାଡ଼ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବାବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡ଼ିକୁ ଅଣ୍ଡା ମାଡ଼ ହୋଇଥିବା ସୂଚନା ମିଳିଛି ।

ପୁରୀ ମାଳତୀପାଟପୁର ନିକଟରେ ମନ୍ତ୍ରୀଙ୍କ ଗାଡ଼ିକୁ ବିରୋଧୀଙ୍କ ପକ୍ଷରୁ ଅଣ୍ଡା ମାଡ଼ କରାଯାଇଥିଲା । ଏହାସହ କଳା ପତାକା ପ୍ରଦର୍ଶନ କରାଯାଇଥିଲା ।

Leave A Reply

Your email address will not be published.