Latest Odisha News

BREAKING NEWS

ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସର ୮ଟି ବଗି କଟକ ନିର୍ଗୁଣ୍ଡି ନିକଟରେ ଲାଇନଚ୍ୟୁତ

କଟକ: ମୁମ୍ବାଇରୁ ଭୁବନେଶ୍ୱର ଆସୁଥିବା ଲୋକମାନ୍ୟ ତିଳକ ଏକ୍ସପ୍ରେସ (୧୨୮୭୯) କଟକ ନିର୍ଗୁଣ୍ଡି ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଛି । ଏହି ଟ୍ରେନଟିର ୮ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି ।

BjdElectrycity

ମିଳିଥିବା ସୂଚନାନୁଯାୟୀ, କଟକ ନିର୍ଗୁଣ୍ଡି ଷ୍ଟେସନସ୍ଥିତ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସର ୮ଟି ବଗି ଲାଇନଚ୍ୟୁତ ହୋଇଛି ।

ଆଜି ସକାଳ ୭ଟା ସମୟରେ ଟ୍ରେନଟିର ବଗିଗୁଡ଼ିକ ଲାଇନଚ୍ୟୁତ ହୋଇଛି ।

ଲାଇନଚ୍ୟୁତ ହେବା ଫଳରେ ପ୍ରାୟ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି ଏବଂ ଏଥିମଧ୍ୟରୁ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଚିକିତ୍ସା ନିମନ୍ତେ ରେଳବାଇ ପକ୍ଷରୁ ତୁରନ୍ତ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.