Latest Odisha News

BREAKING NEWS

ଏକତା କପୁର କରୋନା ପଜିଟିଭ

ମୁମ୍ବାଇ: ଏକତା କପୁର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନେକ ବଲିଉଡ ଏବଂ ଟେଲିଭିଜନ ସେଲିବ୍ରିଟି ଏହି ମାରାତ୍ମକ ଭୂତାଣୁ ଦ୍ବାରା ସଂକ୍ରମିତ କରିଛନ୍ତି।

ସେ ବର୍ତ୍ତମାନ କ୍ବାରେଣ୍ଟାଇନ୍‌ରେ ଅଛନ୍ତି। ଏକତା ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବନ୍ଧୁ ଏବଂ ପରିବାରବର୍ଗଙ୍କୁ କରୋନା ଟେଷ୍ଟ କରାଇବାକୁ କହିଛନ୍ତି।  ସେ ସମସ୍ତ କୋଭିଡ୍-୧୯ ପ୍ରୋଟୋକଲ୍ ମଧ୍ୟ ଅନୁସରଣ କରୁଛନ୍ତି ବୋଲି କହିଛନ୍ତି। ସେ ସମସ୍ତଙ୍କୁ ସତର୍କତା ଅବଲମ୍ବନ କରିବାକୁ କହିଛନ୍ତି।

Comments are closed.