Latest Odisha News

ଚୌଦ୍ୱାର ଅଞ୍ଚଳରେ ହାତୀ ପଲ, ଚିନ୍ତାରେ ଲୋକେ

କଟକ : ଚୌଦ୍ୱାର ଅଞ୍ଚଳରେ ବୁଲୁଛନ୍ତି ହାତୀ ପଲ। ପଲରେ ଥିବା ପ୍ରାୟ  ୩୦ଟି ଶାଳଙ୍ଗା ପଞ୍ଚାୟତରେ ବୁଲୁଥିବା ସ୍ଥାନୀୟ ଲୋକେ କହିଛନ୍ତି ।  ଆଗ୍ରହାଟ, ନଖରା ଗାଁର ଚାଷଜମି ଓ ଜନବସତି ଅଂଚଳରେ ହାତୀ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି । ଫସଲ ଅମଳର ସମୟ ହୋଇଥିବାରୁ ହାତୀପଲ ଫସଲ ନଷ୍ଟ କରୁଥିବାରୁ ଚାଷୀଙ୍କ ପାଇଁ ଏହା ଚିନ୍ତାର ବିଷୟ ପାଲଟିଛି ।

ବିନବିଭାଗ ଘଟଣା ସ୍ଥଳରେ ପହଞ୍ଚି ହାତୀ ଘଉଡାଉବା ପାଇଁ ଉଦ୍ୟମ ଚଳାଛନ୍ତି ।

Leave A Reply

Your email address will not be published.