Latest Odisha News

BREAKING NEWS

ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ: ବାଗ୍‌ଚୀ

ଭୁବନେଶ୍ୱର : ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ ରହିଥାଏ । ବୟସ ବଢିଲେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଏ । ତେଣୁ ବୟସ୍କ ବ୍ୟକ୍ତିମାନେ ସାବଧାନ ରହିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୧୯ ମୁଖ୍ୟ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗଚୀ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ବୟସ ୬୦ ବର୍ଷ ଉପରେ । ଏହି ବୟସ୍କ ବ୍ୟକ୍ତିମାନେ ବାହାରକୁ ନ ଯାଇ ବି ସଂକ୍ରମିତ ହୋଇଥିବା ବାଗଚୀ ସୂଚନା ଦେଇଛନ୍ତି ।

ଆଗାମୀ ଏକ ସପ୍ତାହ ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ତେଣୁ ସତର୍କ ରହିବା ଜରୁରୀ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.