Latest Odisha News

BREAKING NEWS

ଘୁଞ୍ଚିଲା ପଞ୍ଜାବ ନିର୍ବାଚନ

ନୂଆଦିଲ୍ଲୀ: ପଞ୍ଜାବ ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବାକୁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଏହି ମତଦାନ ୧୪ ଫେବୃଆରୀରେ ହେବ ବୋଲି କୁହାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହା ୨୦ ଫେବୃଆରୀରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।

ଏହାପୂର୍ବରୁ ପଞ୍ଜାବର ସମସ୍ତ ୧୧୭ ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ଫେବୃଆରୀ ୧୪ରେ ହେବାକୁ ଥିବା ମତଦାନକୁ କିଛି ଦିନ ସ୍ଥଗିତ ରଖିବାକୁ ଦଳ ପକ୍ଷରୁ କୁହାଯାଇଥିଲା।

Comments are closed, but trackbacks and pingbacks are open.