ସୁନ୍ଦରଗଡ଼: ବଣାଇ ଅଞ୍ଚଳରେ ହାତୀ ପଲଙ୍କ ଉପଦ୍ରବ । ୨୦ରୁ ଅଧିକ ହାତୀ କୋଇଡ଼ା ରେଞ୍ଜ ଅନ୍ତର୍ଗତ କାଦଡିହ ଅଞ୍ଚଳରେ ଉତ୍ପାତ ଚଳାଇଛନ୍ତି । ଆଖାପାଖ ଗାଁରେ ତିନି ଦିନ ହେବ ଉପଦ୍ରବ ଚଳାଇଛନ୍ତି । ବ୍ୟାପକ ଫସଲ ନଷ୍ଟ କରୁଛନ୍ତି ହାତୀ । ପାଚିଲା ଧାନ କ୍ଷେତକୁ ନଷ୍ଟ କରି ଦେଉଥିବା ଅଭିଯୋଗ ହୋଇଛି । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚି ହାତୀଙ୍କୁ ଘଉଡ଼ାଉଛନ୍ତି । ଏତେ ସଂଖ୍ୟାରେ ହାତୀଙ୍କୁ ଦେଖି ସ୍ଥାନୀୟ ଲୋକ ବି ଆତଙ୍କିତ ହୋଇ ପଡିଛନ୍ତି ।
BREAKING NEWS
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି

Comments are closed.