Latest Odisha News

BREAKING NEWS

ବୃଦ୍ଧାଙ୍କୁ କଚାଡି ମାରିଲା ଦନ୍ତା

ତେଲକୋଇ: କେନ୍ଦୁଝର ତେଲକୋଇ ରେଞ୍ଜ୍ ଜଗମୋହନପୁର ଗାଁରେ ଅଭାବନୀୟ ଘଟଣା । ଘର ଭିତରୁ ଜଣେ ବୃଦ୍ଧାଙ୍କୁ ଟାଣି ଆଣି ଦାଣ୍ଡରେ ଏକ ଦନ୍ତା ହାତୀ କଚାଡି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି ।

ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଏଥି ସହ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।

Leave A Reply

Your email address will not be published.