ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜ ହିକୁଡି ଗାଁରେ ହାତୀ ଉପଦ୍ରବ । ହାତୀପଲ ଗାଁକୁ ଆସି ଅନେକ ଧାନବିଲ ଦଳି ଚକଟି ନଷ୍ଟ କରି ଦେଇଥିବା ଦେଖିବାକୁ ମିଳିଛି । ତେବେ ଏହି ହାତୀ ପଲ ଫେରିନପାରି ଗାଁରେ ରହିଯାଇଛନ୍ତି । ହାତୀପଲରେ ୪ଟି ବଡ ହାତୀ ଏବଂ ଦୁଇଟି ଛୁଆ ହାତୀ ଅଛନ୍ତି । ଖବର ପାଇ ଉଲୁଣ୍ଡା ବନ ବିଭାଗର ଅଧିକାରୀ ଏବଂ କର୍ମଚାରୀ ପହଞ୍ଚି ହାତୀକୁ ଘଉଡାଇବାକୁ ଉଦ୍ୟମ କରୁଛନ୍ତି । ପ୍ରତିବର୍ଷ ପରି ଏଥର ମଧ୍ୟ ହାତୀପଲକୁ ନେଇ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । ସେପଟେ ହାତୀପଲ କିଭଳି ଲୋକଙ୍କ ଧନଜୀବନ ନଷ୍ଟ ନକରିବେ ଏବଂ ହାତୀପଲକୁ କିଭଳି ସୁରକ୍ଷିତ ଭାବେ ଜଙ୍ଗଲକୁ ଫେରାଇ ନିଆଯିବ ସନେଇ ଚେଷ୍ଟା ଜାରି ରଖିଛି ବନ ବିଭାଗ ।
BREAKING NEWS
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ
- ଇମ୍ରାନ ଜେଲରେ ମରିଯିବେ; ମୁକ୍ତ କରିବାକୁ ଅନୁରୋଧ କଲେ ୭ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ

Comments are closed.