ବାରିପଦା : ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡକୁ ବଡ଼ ସଫଳତା । ଉଦଳା ଥାନା ଦୁଗ୍ଧା ଗାଁରୁ ୪୫ କିଲୋ ହାତୀ ଦାନ୍ତ ଜବତ କରିଛି ବନ ବିଭାଗ । ଏଥିସହ ୨ ଜଣଙ୍କୁ ଗିରଫ କରିଛି ବନ ବିଭାଗର ସ୍ବତନ୍ତ୍ର ଟିମ୍ । ଗିରଫ ଅଭିଯୁକ୍ତ ହେଲେ ଫାଗୁ ହାଁସଦା ଓ ପିଥ ସୋରେନ । ଫାଗୁର ଘର ଉଦଳା ଥାନା ଅଞ୍ଚଳର ଅଙ୍ଗାରପଦାରେ ହୋଇଥିବା ବେଳେ, ପିଥ ସୋରେନର ଘର ଉଦଳା ଥାନା ଅନନ୍ତପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି । ଜବତ ହାତୀଦାନ୍ତର ଆନୁମାନିକ ମୂଲ୍ୟ ୧୮ ଲକ୍ଷ ଟଙ୍କା ହେବ ବୋଲି ବନ ବିଭାଗ ସୂଚନା ଦେଇଛି । ହାତୀ ଦାନ୍ତକୁ ବାହାର ରା୍ୟକୁ ଚାଲାଣ କରିବା ପାଇଁ ଡିଲ୍ ହୋଇଥିଲା । ତେବେ ଏମାନଙ୍କୁ କାବୁ କରିବା ପାଇଁ ଉଦଳା ରେଞ୍ଜ, ବେତନଟୀ ରେଞ୍ଜର ୧୦ ଜଣ ବନ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିଲା ।
BREAKING NEWS
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
Comments are closed.