ସୁବର୍ଣ୍ଣପୁର : ଲେମ୍ବୁପାଲି ଗାଁ ରେ ଖେଳିଯାଇଛି ହାତୀ ଆତଙ୍କ । ଭୟରେ ଦିନ କାଟୁଛନ୍ତି ଲୋକେ। ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଲେମ୍ବୁପାଲି ଅଞ୍ଚଳରେ ଦେଖିବାକୁ ମିଳିଛି ୧୩ ଟିକିଆ ହାତୀ ପଲ I ବଲାଙ୍ଗୀର ଜିଲ୍ଲା ଆଠଗାଁ ରେଞ୍ଜରୁ ଏହି ହାତୀପଲ ଆସିଥିବା ସୂଚନା ମିଳିଛି I କୁମ୍ଭାରମୁଣ୍ଡା ଫରେଷ୍ଟର ଦୀନେଶ କୁମାର ମାଝିଙ୍କ ସହ ବନ କର୍ମଚାରୀମାନେ ଘଟଣା ସ୍ଥଳରେ ପହଂଚି ହାତୀପଲକୁ ଜଙ୍ଗଲ ଆଡକୁ ଘଉଡ଼ାଇବା ପାଇଁ ପ୍ରୟାସ ଜାରି ରଖିଛନ୍ତି I ତେବେ ହାତି ପଲ ବ୍ୟାପକ ଫସଲ ନଷ୍ଟ କରିଥିବା ଚାଷୀ ମାନେ ଅଭିଯୋଗ କରିଛନ୍ତି ।
BREAKING NEWS
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
Comments are closed.