କେନ୍ଦୁଝର : କେନ୍ଦୁଝରରେ ମାତିଛନ୍ତି ହାତୀ । ଚାଷୀଙ୍କ ଧାନ ବିଲରେ ଚାଷ ହୋଇଥିବା ଏକର ଏକର ପାଚିଲା ଧାନ କ୍ଷେତ ସବୁ ନଷ୍ଠ କରିଦେଇଛନ୍ତି ୧୪ ଟିକିଆ ହାତୀପଲ୍ଲ । ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ ଖୁଣ୍ଟାପଡା ଗାଁରେ ହାତୀପଲ ପଶି ଚାଷ ସବୁ ନଷ୍ଟ ହୋଇଯାଇଛି । ସେପଟେ ହାତୀ ଆତଙ୍କ ଭୟରେ ଚାଷୀ ଭୟଭୀତ ହୋଇପଡିଥିବା ବେଳେ ବନ ବିଭାଗ ହାତୀ ଘଉଡାଇବା ପାଇଁ ଉଦ୍ୟମ ଜାରି ରଖିଛି ।
BREAKING NEWS
- କ୍ୟାନସର ରୋଗୀଙ୍କ ପାଇଁ କିପରି ହେବ ଖାଦ୍ୟପେୟ? ଚିକିତ୍ସା ବେଳେ ସଠିକ୍ ଆହାର ଯୋଗାଇବ ସଞ୍ଜୀବନୀ
- ସମୁଦ୍ର ମଝିରେ ବଡ଼ ଦୁର୍ଘଟଣା: ଓଲଟି ପଡ଼ିଲା ଜାହାଜ: ୭ ମୃତ, ନିଖୋଜ ଅଛନ୍ତି ୨୩ରୁ ଅଧିକ ଯାତ୍ରୀ
- ଗୁଟଖା ବ୍ୟବସାୟ ବନ୍ଦ ହେବ;ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…ଜନସ୍ୱାସ୍ଥ୍ୟର ସୁରକ୍ଷା କରିବା ରାଜ୍ୟର ମୌଳିକ କର୍ତ୍ତବ୍ୟ
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୂର୍ବତନ ଏଡିସି ମେଜର ରିଷଭଙ୍କ ଅଚାନକ ଅବସର ଘୋଷଣା: ଜାଣନ୍ତୁ ସମ୍ପୂର୍ଣ୍ଣ କାରଣ
- ବର୍ଷକୁ ଦେଢ଼ ଲକ୍ଷ ଟଙ୍କା ଜମା କରି ପାଆନ୍ତୁ ୧ କୋଟି: PPF ଖାତାଧାରୀଙ୍କ ପାଇଁ ଜବରଦସ୍ତ ଟ୍ରିକ୍
- ମଧ୍ୟାହ୍ନ ଭୋଜନ ନାଁରେ ପିଲାଙ୍କ ଜୀବନ ସହ ଖେଳ! ସ୍କୁଲର ଅବସ୍ଥା ଦେଖି ସରକାରଙ୍କୁ ସିଜେପିର ଚେତାବନୀ
- ସାବଧାନ! ଏଣିକି ପ୍ୟାକେଟ୍ ଖାଦ୍ୟରେ ରହିବ ନାଲି ବିପଦ ଚିହ୍ନ: ଜାଣନ୍ତୁ FSSAIର ନୂଆ ନିୟମ
- ନେତ୍ୟାନ୍ୟାହୁଙ୍କ ପୁଅଙ୍କୁ ହତ୍ୟା ଧମକ : ଆମେରିକାରୁ ସ୍ଥାନାନ୍ତର
- Mann ki Baat: ଓଡ଼ିଶାର ମୈଥିଲି ଭୁଏଙ୍କୁ ମୋଦିଙ୍କ ପ୍ରଶଂସା
- ଅମିତ ରୋହୀଦାସ ୨୫୦ ନଟଆଉଟ

Comments are closed.