ଶ୍ରୀନଗର: ଜମ୍ମୁ-କାଶ୍ମୀର ସୋପିଆନ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଆତଙ୍କବାଦୀମାନେ ହୋଲି ଅବସରରେ ଘାଟିରେ ଅଘଟଣ ଘଟାଇବାକୁ ଲକ୍ଷ୍ୟ ରଖିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି ।
ସୂଚନା ଅନୁସାରେ, ସ୍ଥାନୀୟ ରେବାନ ଖାଜରପୋରା ଅଂଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ ପାଇଁ ସେନା ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା । ତେବେ ସେମାନେ କଥା ନମାନି ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ମାଡ କରିଥିଲେ । ଏହାର ଜବାବରେ ସୁରକ୍ଷକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା ।
BREAKING NEWS
- ମହାନଦୀରେ ଛଡ଼ାଗଲା ୧୨ଟି ଘଡ଼ିଆଳ, ୩୫ରେ ପହଞ୍ଚିଲା କୁମ୍ଭୀରଙ୍କ ସଂଖ୍ୟା
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
- ରାଗିଗଲେ ରାହାନେ: ମୁଁ ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି
- ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ
- ସରକାରଙ୍କ ବିରୋଧରେ ଗର୍ଜିଲେ ସବୁ ଦଳ
- ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ….
- ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସ୍ର ବରିଷ୍ଠ କିରାଣୀ
- ଜନଗଣନା ତଥ୍ୟ RTI ପରିସରଭୁକ୍ତ ନୁହେଁ
- Maoist Surrender:ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;ବାଙ୍କୋ ଖଣି ବିସ୍ଫୋରକ ଲୁଟ୍ ଘଟଣାରେ ଥିଲେ ଜଡିତ
Comments are closed.