Latest Odisha News

BREAKING NEWS

ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଲମ୍‌‌ଡୁଙ୍ଗରୀ ନିକଟରେ ମହେଶକୁ ଏନକାଉଣ୍ଟର କରାଯାଇଛି।

ଏନକାଉଣ୍ଟରବେଳେ ମହେଶର ବାମ ଗୋଡ଼ରେ ଗୁଳି ବାଜିଛି। ମହେଶ ନିକଟରୁ ବନ୍ଧୁକ ସହ ୪୦ ହଜାର ଟଙ୍କା ପୋଲିସ ଜବତ କରିଛି। ଏକକାଉଣ୍ଟର ବେଳେ ମହେଶର ବାମ ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଆହତ ହୋଇଥିବା ମହେଶକୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

Comments are closed.