ନୂଆଦିଲ୍ଲୀ : କରୋନା ମହାମାରୀ ଦିନକୁ ଦିନ ବ୍ୟାପୁଥିବା ବେଳେ ମିଳିଛି ସାମାନ୍ୟ ଆଶ୍ବସ୍ତି । କାରଣ ଆସନ୍ତା ମେ ୧ ତାରିଖରୁ ସମସ୍ତଙ୍କୁ ମିଳିବ କରୋନା ଟିକା । ଏବେ କରୋନା ଭ୍ୟାକ୍ସିନ ନେବାର ସର୍ବନିମ୍ନ ବୟସ ୧୮ ବର୍ଷ କରିଛନ୍ତି କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଗୁରୁତ୍ବପୂର୍ଣ୍ଣ ବୈଠକ କରିବା ପରେ ଏନେଇ ନିଷ୍ପତ୍ତି ନିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ କମ୍ପାନୀ ପ୍ରତି ମାସରେ ୫୦ ପ୍ରତିଶତ ଟିକା କେନ୍ଦ୍ରକୁ ଦେବେ । ବାକି ୫୦ ପ୍ରତିଶତ ଟିକା ରାଜ୍ୟ ସରକାର ଓ ଖୋଲା ବଜାରକୁ ଯୋଗାଇବେ । ଏହି ୫୦ ପ୍ରତିଶତ ଟିକା ଯୋଗାଣ ନେଇ ଟିକା ଦର ପ୍ରକାଶ କରିବେ ଉତ୍ପାଦକ । ଆଉ ନିର୍ଦ୍ଧାରିତ ଦର ଦେଇ ରାଜ୍ୟ ସରକାର, ଶିଳ୍ପ ସଂସ୍ଥା ଏହି ଟିକା କିଣିପାରିବେ । ଘରୋଇ ୖସପିଟାଲ ମଧ୍ୟ ଟିକା ଉତ୍ପାଦକଙ୍କ ଠାରୁ ଟିକା କିଣିପାରିବେ ।
BREAKING NEWS
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
Comments are closed.