ଫୋନମ ପେନହ: କାମ୍ବୋଡିଆର ଏକଚ୍ଛତ୍ରବାଦ ଶାସକ ଖେମର ରୁଜଙ୍କ ଜେଲର କିଆଙ୍ଗ ଇୟାଭ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି । ସେ ଜେଲର ଥିବା ବେଳେ ୧୬ ହଜାର ସାଧାରଣ ନାଗରିକଙ୍କୁ ନିର୍ଯ୍ୟତନା ଦେଇ ହତ୍ୟା କରିଥିଲେ । ୧୯୭୦ରେ କିଆଙ୍ଗଙ୍କ ରାଜୁତିରେ ଲୋକମାନେ ଅତିଷ୍ଠ ହୋଇ ଆନ୍ଦୋଳନ କରିଥିଲେ । ଏହାକୁ ଦମନ କରିବା ପାଇଁ କ୍ରୂରତାର ସବୁ ସୀମା ଟପି ଯାଇଥିଲେ ଖେମର ଏବଂ ଏଥିରେ ମୂଖ୍ୟ ଭୂମିକା ଗ୍ରହଣ କରିଥିଲେ କିଆଙ୍ଗ । ଏହି ସଂଘର୍ଷ ଓ ଦମନଲୀଳାରେ ୧୭ ଲକ୍ଷ ଲୋକ ପ୍ରାଣ ହରାଇଥିଲେ ।
୨୦୦୯ରେ କିଆଙ୍ଗ ମିଳିତ ଜାତିସଂଘ ସମର୍ଥିତ ଟ୍ରିବ୍ୟୁନାଲରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲଦଣ୍ଡ ଭୋଗିଥିଲେ । ୨୦୧୩ରେ କାଣ୍ଡାଲ ପ୍ରାଦେଶିକ ଜେଲକୁ ତାଙ୍କୁ ପଠା ଯାଇଥିଲା ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.