ବେଙ୍ଗାଳୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଧରମୟା । । ଏ ନେଇ ସେ ଟ୍ୱିଟ୍ କରିଛନ୍ତି । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସେ ସୂଚନା ଦେଇଛନ୍ତି ।
I have been tested positive for #Covid19 & also been admitted to the hospital on the advice of doctors as a precaution.
I request all those who had come in contact with me to check out for symptoms & to quarantine themselves.
— Siddaramaiah (@siddaramaiah) August 4, 2020
ସିଦ୍ଧରମୟା ଲେଖିଛନ୍ତି ଯେ, ‘ମୁଁ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲରେ ଚିକିତ୍ସିତ ହେଉଛି । ମୋ ସହ ସମ୍ପର୍କରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁଁ ଅନୁରୋଧ କରୁଛି ଯେ ସେମାନେ ନିଜ ନିଜର ପରୀକ୍ଷା କରିବା ସହ କ୍ୱାରେଣ୍ଟାଇନରେ ରୁହନ୍ତୁ ।’’
ଗତକାଲି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ଓ ତାଙ୍କ ଝିଅ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।
Comments are closed.