Latest Odisha News

ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ଏରସମା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ କୁମାର ନାୟକଙ୍କ ୭୦ ବର୍ଷ ବୟସରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ପ୍ରାଣତ୍ୟାଗ କରିଛନ୍ତି ।

ସେ ୧୯୯୫ ମସିହାରେ ଜଗତସିଂହପୁରର ଏରସମା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକେଟରେ ନିର୍ବାଚନ ଲଢ଼ିଥିଲେ । ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ଏରସମାର ବିଧାୟକ ଥିଲେ ।

Leave A Reply

Your email address will not be published.